ଆଜିର ଖବର ବାପଟାଲା-ବିଶାଖାପାଟଣା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା: ୨୮ରେ ଓଡ଼ିଶାର ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ଆନ୍ଧ୍ରପ୍ରଦେଶ ଆଡ଼କୁ ମୁହାଁଉଛି। ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ…