ଅପରାଧ ପାରିବାରିକ ବିବାଦର କରୁଣ ପରିଣତି: ବାପାଙ୍କ ବେକ କାଟିଲା ପୁଅ ଭୁବନେଶ୍ବର: ରାୟଗଡ଼ା ଜିଲ୍ଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ପେଣ୍ଡିଲି ପଞ୍ଚାୟତର ଡି. ପେଣ୍ଡିଲି ଗ୍ରାମରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସୃଷ୍ଟି…