ଜାତୀୟ ଖବର ବରମୁଣ୍ଡା ନୂଆ ବସ ଷ୍ଟାଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ମିଳିବ ଆଶ୍ଚର୍ଯ୍ୟଜନକ ସୁବିଧା ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ 5-T ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି।…