ଆଜିର ଖବର ନୂଆ ରେଳ ଲାଇନ ପାଇଁ ଡିପିଆର ପ୍ରସ୍ତୁତିକୁ ଅନୁମୋଦନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର: ଓଡ଼ିଶାରେ ରେଳ ଗମନାଗମନକୁ ଅଧିକ ସୁଦୃଢ କରିବା ପାଇଁ ଝାରସୁଗୁଡ଼ାରୁ ବାରକୋଟ୍ ପର୍ଯ୍ୟନ୍ତ ନୂଆ ରେଳ ଲାଇନ ତିଆରି କରିବା ପାଇଁ ଆନୁଷଙ୍ଗିକ ପଦକ୍ଷେପ ନେଇଥିବାରୁ…