ଆଜିର ଖବର ଗଙ୍ଗା ନଦୀ ଉପରେ ଏକ ନୂତନ ରେଳ ତଥା ସଡ଼କ ପୋଲ ନିର୍ମାଣକୁ କ୍ୟାବିନେଟ୍ ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ରେଳ ମନ୍ତ୍ରଣାଳୟର ମୋଟ ଆନୁମାନିକ ୨୬୪୨ କୋଟି ଟଙ୍କା ମୂଲ୍ୟର ଏକ ପ୍ରକଳ୍ପକୁ…