ଆଜିର ଖବର ଆଜି ପ୍ରଧାନମନ୍ତ୍ରୀଙ୍କ ବାରାଣସୀ ଗସ୍ତ: ଚାରୋଟି ବନ୍ଦେ ଭାରତ ଟ୍ରେନର କରିବେ ଶୁଭାରମ୍ଭ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସନ୍ଧ୍ୟାରେ ବାରାଣସୀ ଗସ୍ତ କରିବେ। ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କୁ ବିମାନବନ୍ଦରରେ…