ଆଜିର ଖବର ବାରାଣାସୀରେ କାର ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ଗୋଟିଏ ପରିବାରର ୮ ମୃତ ନୂଆଦିଲ୍ଲୀ: ଆଜି ଉତ୍ତରପ୍ରଦେଶର ବାରାଣାସୀରେ ବାରାଣାସୀ-ଲକ୍ଷ୍ନୌ ରାଜପଥରେ କାର ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ…