ଆଞ୍ଚଳିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗଦେଲେ ଆଇନ ମନ୍ତ୍ରୀ ବାଲୁଗାଁ: ଆଜି ଚ଼ିଲିକା ବ୍ଲକ ଅନ୍ତର୍ଗତ ଗଇନଡ଼ା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟ ଅତିଥି ଭାବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ…