ଆଜିର ଖବର ଜିପିଏଆଇ ଶିଖର ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ବୈଶ୍ୱିକ ସହଭାଗିତା (ଜିପିଏଆଇ) ଶିଖର ସମ୍ମିଳନୀକୁ ଉଦଘାଟନ କରିଛନ୍ତି।…