ଆଜିର ଖବର ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ ଭୁବନେଶ୍ୱର: ଶିକ୍ଷା କେବଳ ଜୀବିକା ନିର୍ବାହ ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରିବା ନୁହେଁ, ବରଂ ଚରିତ୍ର ଗଠନ , ଦାୟିତ୍ୱବୋଧ ଓ ମର୍ଯ୍ୟାଦାପୂର୍ଣ୍ଣ ଜୀବନଯାପନ କରିବାରେ ଶିକ୍ଷାର…