ଆଞ୍ଚଳିକ ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ଦର୍ଶନ ବିଭାଗର ବାର୍ଷିକ ଉତ୍ସବ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକା ଡକ୍ଟର ମନସ୍ବିନୀ ପଟ୍ଟନାୟକଙ୍କୁ ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଦର୍ଶନଶାସ୍ତ୍ର ବିଭାଗ…