ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ

କଟକ: ଐତିହାସିକ କଟକ ବାଲିଯାତ୍ରା ୨୦୨୬କୁ ନେଇ ବ୍ୟବସାୟୀଙ୍କ ମଧ୍ୟରେ ଜୋରଦାର ଉତ୍ସାହ ଦେଖାଦେଇଛି। ଷ୍ଟଲ୍‌ ପାଇଁ ଏପର୍ଯ୍ୟନ୍ତ ପ୍ରାୟ ୧୦୦୦ ପ୍ଲଟ୍‌ର ପଞ୍ଜୀକରଣ ଶେଷ ହୋଇଛି।…