ବାଲୁକା କଳା

ପୁରୀ: ପୂର୍ବତ୍ତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହେବାରେ ଆଜିକୁ ଏଗାର ଦିନ ହୋଇଯାଇଛି। ସେହି ଉପଲକ୍ଷେ ଆଜି ତାଙ୍କର ଏକାଦଶାହ ପାଳନ କରାଯାଉଛି। ତାଳଚେରରେ ତାଙ୍କର…

ପୁରୀ: ବାଲୁକା ଶିଳ୍ପୀ ମାନସ କୁମାର ସାହୁ ୧୮ତମ ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ପ୍ରବାସୀ ଭାରତୀୟମାନଙ୍କୁ ସ୍ୱାଗତ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି। ଏହି…

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଲା ନୂଆବର୍ଷ 2025। ସେଥିପାଇଁ ସାରା ବିଶ୍ବ ବେଶ ଉତ୍ସବ ମୁଖର ହୋଇ ଉଠିଛି। ଚାରିଆଡେ ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଚାଲିଥିଲା…

ପୁରୀ: କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବିଶ୍ଵର ସର୍ବବୃହତ ବାଲୁକା କଳା। ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଚକୋଲେଟ ପ୍ରୟୋଗ କରାଯାଇ…

ନୂଆଦିଲ୍ଲୀ: ୫୫ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ଆୟୋଜନ ଅବସରରେ ବିଶିଷ୍ଟ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ ଗତକାଲି ଗୋଆର ମୀରାମାର…

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ନିକଟରେ ସେ ରୁଷର ସେଣ୍ଟ ପିଟର୍ସବର୍ଗରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା…

ପୁରୀ: ଆଜି ହେଉଛି ମହାପ୍ରଭୃଙ୍କର ସୁନାବେଶ ଏବଂ ଆସନ୍ତାକାଲି ମହାପ୍ରଭୃଙ୍କ ଭିତର ରତ୍ନ ଭଣ୍ଡାର ଖୋଲାଯିବ। ଏସବୁକୁ ନେଇ ପୁରୀ ବେଳାଭୂମିରେ ନିର୍ମାଣ ହୋଇଛି ଆକର୍ଷଣୀୟ ବାଲୁକା…

ପୁରୀ: 75 ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ନିର୍ମାଣ କରିଛନ୍ତି। ଏଥିରେ ସୁଦର୍ଶନ ଦୁଇଜଣ…

ନୂଆଦିଲ୍ଲୀ: ଜାନୁୟାରୀ 23 ତାରିଖ ହେଉଛି ପରାକ୍ରମ ଦିବସ। ଭାରତର ମହାନ ଜନନାୟକ ନେତାଜୀ ସୁଭାଷ ବୋଷଙ୍କ ଜୟନ୍ତୀରେ ଏହା ପାଳନ କରାଯାଉଛି। ଏହି ଉପଲକ୍ଷେ ନୂଆ…

ପୁରୀ: ପ୍ରତିଷ୍ଠିତ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟ୍ୟମରେ ନୂତନ ବର୍ଷକୁ ସ୍ୱାଗତ କରି ସାରା ବିଶ୍ୱକୁ ଇଂରାଜୀ ନୂତନ ବର୍ଷର ଅଭିନନ୍ଦନ…

ପୁରୀ: ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଙ୍କ ୧୩ତମ ସ୍ୟାଣ୍ଡ ଆର୍ଟ ଫେଷ୍ଟିଭାଲ 22 ଡ଼ିସେମ୍ବର ରୁ ଲୋକମାନଙ୍କ ପାଇଁ ଉନ୍ମୋଚନ କରାଯାଇଛି। ଏହା…

ଭୁବନେଶ୍ବର: ଆଜି ଚନ୍ଦ୍ରଯାନ-3 ର ସଫଳତା ସାରା ବିଶ୍ବ ଅନେଇ ରହିଛି। ଏହା କିପରି ଚନ୍ଦ୍ରପୃଷ୍ଠରେ ଅବସ୍ଥାନ କରିବ ସେ ନେଇ ସାରା ଦେଶରେ ଆରମ୍ଭ ହୋଇଯାଇଛି…

ଭୁବନେଶ୍ଵର: ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ପକ୍ଷରୁ ‘‘ସଂସ୍କୃତି ସମସ୍ତଙ୍କୁ ଏକଜୁଟ୍‌ କରିଥାଏ’’ ଶୀର୍ଷକ ବାର୍ତ୍ତାକୁ ଏକ ବ୍ୟାପକ ଅଭିଯାନ ଆକାରରେ ପ୍ରଚାରପ୍ରସାର କରାଯିବ।…

ଭୁବନେଶ୍ବର: ଗତକାଲି ଛତିଶଗଡ ଦାନ୍ତେୱାଡାରେ ମାଓବାଦମାନେ ଯେପରି ବର୍ବରକାଣ୍ଡ କଲେ ସେଥିରେ ଦଶ ଜଣ ଯବାନ ମୃତ୍ୟୁବରଣ କରିଛନ୍ତି। ଏହି ଘଟଣା ସାରା ଭାରତ ବର୍ଷକୁ ସ୍ତବ୍ଧ…

ପୁରୀ: ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏଥର ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନିର୍ମାଣ କରିଛନ୍ତି ସ୍ବତନ୍ତ୍ର ବାଲୁକା କଳା। ଏହି କଳା ଏଇଥିପାଇଁ ସ୍ବତନ୍ତ୍ର ରହିଛି…

ପୁରୀ: ଆଜି ହେଉଛି ବିଗ୍-ବି ବା ଅମିତାଭ ବଚ୍ଚନଙ୍କ ଜନ୍ମଦିନ। ଆଜି ଅମିତାଭ ୮୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଉପଲକ୍ଷେ ତାଙ୍କୁ ବହୁ ବ୍ୟକ୍ତି ଅଭିନନ୍ଦନ ଜଣାଇବାରେ ଲାଗିଛନ୍ତି।…

ପୁରୀ: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ସେ 72 ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମ ଦିନରେ ବିଭିନ୍ନ ବର୍ଗରୁ ଅଭିନନ୍ଦନର…

ପୁରୀ: ଆଜି ପଖାଳ ଦିବସ ଉପଲକ୍ଷେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ କରିଛନ୍ତି ବାଲୁକା କଳା। ଏଥିରେ ସେ ବାଲୁକାରେ କଂସା ବେଲାରେ ପଖାଳ,…

ପୁରୀ: ଆଜି ହେଉଛି ନୂଆବର୍ଷ। 2021 ଶେଷ ହେଲା ଆରମ୍ଭ ହେଲା 2022। ଏହି ସମୟରେ ବିଭିନ୍ନ ସ୍ଥାନରେ ଚାଲିଛି ଉତ୍ସବ ଆଉ ଶୁଭେଚ୍ଛା ପ୍ରେରଣ। ଏହି…

ଭୁବନେଶ୍ବର, ଜଗତର ନାଥ ଜଗନ୍ନାଥ ଙ୍କ ଘୋଷଯାତ୍ରା ଅବସରରେ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ରେ ବାଲୁକା ଆନିମେସନ ପ୍ରସ୍ତୁତ କରିଛନ୍ତି। ସେ ତାଙ୍କ…

ଆଜି ମାତୃଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, କରୋନା ଯୋଦ୍ଧାଙ୍କୁ ସଲାମ