ଆଜିର ଖବର ହୋଲି ଅଭିନନ୍ଦନ, ବାଲୁକା କଳାରେ ରଂଗର ପର୍ବକୁ ରଂଗୀନ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ, ଆଜି ହୋଲି ଉପଲକ୍ଷେ ପୁରୀ ବେଳାଭୂମିରେ ଶୋଭା ପାଉଛି ଆକର୍ଷଣୀୟ ହୋଲି ଶୁଭେଚ୍ଛାର ବାଲୁକା କଳା। ଏହାକୁ ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ…