ଆଞ୍ଚଳିକ ବାଲୁଗାଁ ମହାବଦ୍ୟାଳୟରେ ନୂଆ- ଓ କାର୍ଯ୍ୟକ୍ରମ ଉଦଯାପିତ ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗତ ନଭେମ୍ବର ମାସରେ ସମନ୍ୱିତ ଯୁବ ବିକାଶ ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା…