ବାଲୁଗାଁ ଏନଏସିର ପୂର୍ବତନ ଅଧ୍ୟକ୍ଷ

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଚିଲିକା ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ସମାଜସେବୀ ଅଶୋକ ଦାସଙ୍କ ପରଲୋକ ହୋଇଯାଇଛି। ଅଶୋକ ଦାସଙ୍କ ୭୦ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି।…