ଆଞ୍ଚଳିକ ବିଜେପି ବାଲୁଗାଁ ନଗର ମଣ୍ଡଳର କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ ସୀତାରାମ ଅଗ୍ରୱାଲ ଚିଲିକା: ଆଗକୁ ଆସୁଛି ପୌର ନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ଧୀରେ ଧୀରେ ତାର ସଂଗଠନକୁ ମଜଭୁତ କରିବାରେ ଲାଗିଛି। ଅନୁରୂପ ଭାବେ…