ବାଲୁଗାଁ (ସୀତାରାମ ଅଗ୍ରୱାଲ): ପୂର୍ବଶତ୍ରୁତାକୁ ନେଇ ଆକ୍ରମଣ ଏବଂ ଆକ୍ରମଣରେ ପ୍ରାଣ ହରାଇଲେ ପୀଡ଼ିତ। ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ସିଙ୍ଗେଶ୍ୱର…
ବାଲୁଗାଁ ପୋଲିସ
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଚୋରି ଅଭିଯୋଗରେ ଆଜି ବାଲୁଗାଁ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ମାନେ ହେଲେ ଚନ୍ଦ୍ରାପୁଟ ଗ୍ରାମର ବାବୁଲା…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ବହୁଚର୍ଚ୍ଚିତ ରଘୁନାଥପୁର ଗ୍ରାମ ହତ୍ୟାକାଣ୍ଡର ଫେରାର ଅଭିଯୁକ୍ତକୁ ଗିରଫ କରିଛି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ। ସୂଚନା ମୁତାବକ ବାଲୁଗାଁ ଥାନା…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଫେସବୁକରେ ବନ୍ଧୁତା ପରେ ପ୍ରେମ କରି ପ୍ରେମିକାର ଅନ୍ତରଙ୍ଗ ଫଟୋ ଓ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପ୍ରେମିକକୁ ଗିରଫ କରିଛି ବାଲୁଗାଁ…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରୁ ଜଣେ ମହିଳାଙ୍କ ଗଳିତ ଶବ ଉଦ୍ଧାର ହୋଇଛି। ଏ ନେଇ ବାଲୁଗାଁ ପୋଲିସ ସୂଚନା ଦେଇଛି।…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ବାଲୁଗାଁ ଥାନା ଅନ୍ତର୍ଗତ ଶିଖରପଦର ଗ୍ରାମରେ ଏକ ଅଘଟଣ ଘଟିଯାଇଛି। ଖବର ମୁତାବକ ଆଜି ସକାଳେ ଶିଖରପଦର ଗ୍ରାମର ରଘୁନାଥ…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ସନ୍ଧ୍ୟାରେ ବେଆଇନ ବାଣ ଗୋଦାମକୁ ସିଲ କରିବା ସହ ହଜାର ହଜାର ଟଙ୍କାର ବାଣ ଜବତ କରିଛି ବାଲୁଗାଁ ପୋଲିସ। ଆଲୋକର…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଦ୍ବିପ୍ରହରରେ ବାଲୁଗାଁ ବଜାର ମଧ୍ୟରେ ବୃଦ୍ଧଙ୍କୁ ଠାରୁ ଟଙ୍କା ଝାମ୍ପି ନେଇ ଦୁର୍ବୁତ୍ତ ଫେରାର ହୋଇଯାଇଥିବା ଖବର ମିଳିଛି। ଖବର ମୁତାବକ…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ବିକଟାଳ ଶବ୍ଦ କରି ବୁଲେଟ ମଟରସାଇକେଲ ଚଳାଇବା ମହଙ୍ଗା ପଡ଼ିଛି। ଏହି ମାମଲାରେ ଏକାଧିକ ବୁଲେଟ ଜବତ କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଧୂଆଁଳ ଗ୍ରାମର ଜଣେ ମହିଳାଙ୍କୁ ଅସଦାଚରଣ ଓ ହତ୍ୟା ଧମକ ଅଭିଯୋଗରେ ଯୁବକଙ୍କୁ ଗିରଫ କରିଛି…
ସୀତାରାମ ଅଗ୍ରୱାଲ ବାଲୁଗାଁ: ବାଲୁଗାଁ ଓ ବଡ଼କୁଳ ପାନ୍ଥ ନିବାସ ରୋଡ଼ରେ ଦିନକୁଦିନ ବେଆଇନ ଭାବେ ଲଜ ମାନ ଗଢ଼ି ଉଠୁଥିବା ବେଳେ ସମ୍ପୃକ୍ତ ଲଜ ମାନଙ୍କରେ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ମୋବାଇଲ ଚୋରି ଘଟଣାରେ ଜଣେ ଅଭିଯୁକ୍ତକୁ ବାଲୁଗାଁ ପୋଲିସ ଗିରଫ କରିବାସହ ୪ଟି ମୋବାଇଲ ଫୋନ ଜବତ କରାଯାଇଛି। ଅଭିଯୁକ୍ତ ଜଣକ ଭୁବନେଶ୍ୱର…
ଖୋର୍ଦ୍ଧା: ସାଧାରଣ ନିର୍ବାଚନ ନିକଟତର ଥିବାବେଳେ ନିର୍ବାଚନ କମିଶନରଙ୍କ ନିୟମ ମୁତାବକ ଆଜି କେନ୍ଦ୍ରାଞ୍ଚଳ ଆଇଜି ଇନ୍ସପେକ୍ଟର ସ୍ତରରେ ବ୍ୟାପକ ଅଦଳବଦଳ କରିଛନ୍ତି । ଗୋଟିଏ ଜିଲ୍ଲାରେ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ ଆଜି ଜଣେ ଅଭ୍ୟାସଗତ ମଦ ବେପାରୀଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଦେଶୀ ବିଦେଶୀ ମଦ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳର ଜଣେ ଦୁର୍ଦାନ୍ତ ଅପରାଧୀଙ୍କୁ ଆଜି ଗିରଫ କରିଛି ପୋଲିସ। ଅପରାଧୀ ଜଣକ ହେଉଛନ୍ତି ଚନ୍ଦ୍ରାପୁଟ ଗ୍ରାମର…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଗଣ୍ଡଗୋଳ ଅଭିଯୋଗରେ ଆଜି ପାଞ୍ଚ ଅଭିଯୁକ୍ତଙ୍କୁ ବାଲୁଗାଁ ପୋଲିସ ଗିରଫ କରିଛି। ସୂଚନା ମୁତାବକ କିଛି ଦିନ ହେଲା ଚିଲିକା ଜେଟି ନିକଟରେ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ବାଲୁଗାଁ ପୋଲିସ ମଦ ବୋଝେଇ କାର ଜବତ କରିଛି। ଏଥିରୁ ବିପୁଳ ପରିମାଣରେ ଆସ୍କା-୪୦ ମଦ ଜବତ କରାଯାଇଛି। ଅଭିଯୁକ୍ତକୁ ପୋଲିସ ଗିରଫ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ପୋଲିସକୁ ଆକ୍ସନ ମୋଡ଼ରେ ଦେଖିବାକୁ ମିଳିଛି। ସହରରେ ମଦ୍ୟପଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଥିବା…
ସୀତାରାମ ଅଗ୍ରୱାଲା ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପୋଲିସ ସବଡିଭିଜନ ଅଧୀନରେ ଆସୁଥିବା ଚାରି ଗୋଟି ଥାନା ଅଞ୍ଚଳରେ ବ୍ୟାନ ହୋଇଛି ଡିଜେ। ସୂଚନା ଥାଉ କି…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ପୋଲିସ ପାଇଲଟ୍ ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ଏକ ମାନଦଣ୍ଡ ହାସଲ କରିଛି। ଦ୍ରୁତ ଗତିରେ ଯାଉଥିବା ବାଇକ୍…
ସୀତାରାମ ଅଗ୍ରୱାଲ ବାଲୁଗାଁ: ବର୍ତ୍ତମାନ ପାର୍ବଣ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ଅପରାଧୀ ତଥା ଅସାମାଜିକ ବ୍ୟକ୍ତିମାନେ ଏହାର ସୁଯୋଗ ନେଇ ଅପରାଧ ଘଟାଇବାକୁ ପଛାଇନଥାନ୍ତି। ଏହି…