ସୀତାରାମ ଅଗ୍ରୱାଲ ବାଲୁଗାଁ : ସୋମବାର ଅପରାହ୍ନରେ ବାଲୁଗାଁ ସ୍ଥିତ ଡ଼ିଏଭି ଗୁରୁକୂଳ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ନୂତନ…
ବାଲୁଗାଁ
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଅଧ୍ୟକ୍ଷା ଏବଂ ସମସ୍ତ କାଉନସିଲର। କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ୱପ୍ନାରାଣୀ ପାଢ଼ୀଙ୍କ ମନମୁଖୀ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଚିଲିକା ବ୍ଲକ ଅନ୍ତର୍ଗତ ବାଲୁଗାଁ ଅଞ୍ଚଳର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ପୂର୍ବାହ୍ନରେ ବାଲୁଗାଁ ରେଳ ସୁରକ୍ଷା ବଳ (ଆରପିଏଫ) ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନିର୍ଦ୍ଦେଶକ୍ରମେ ଏଏସଆଇ ଏସ. ଅର୍ଜୁନ ପାତ୍ରଙ୍କ ତତ୍ୱବାଧାନରେ ରେଳ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଅପରାହ୍ନରେ ବାଲୁଗାଁ ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୩ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ନୂତନ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଠାରେ ଭାରତର ଦ୍ଵିତୀୟ ବୃହତମ ରାଷ୍ଟ୍ରାୟତ ବ୍ୟାଙ୍କ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ନୂତନ ଶାଖା ଉଦଘାଟିତ ହୋଇଯାଇଛି।…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲାର ଅଗ୍ରଣୀ ସାମ୍ବାଦିକ ସଂଘ ‘ଶାଳିଆ ପ୍ରେସ କ୍ଲବ’ ପକ୍ଷରୁ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କୁ ବିଦାୟ…
ସୀତାରାମ ଅଗ୍ରୱାଲ ବାଣପୁର/ବାଲୁଗାଁ: ଆସନ୍ତା ସୋମବାର ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ସରିବାକୁ ଥିବାବେଳେ ଶନିବାର ପରୀକ୍ଷା ପ୍ରଶ୍ନ ପତ୍ରରେ ଦେଖାଯାଇଛି ବିଭ୍ରାଟ। ଶନିବାର ସାମାଜିକ ବିଜ୍ଞାନ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଉନ୍ମୋଚନ ଅପେକ୍ଷାରେ ବାଲୁଗାଁର ବିଦାୟୀ ଏସଡିପିଓ ମାନସ ରଞ୍ଜନ ବାରିକଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଅଣୁଗଳ୍ପ ମାନସାଙ୍କ’। ଶ୍ରୀ ବାରିକ ରାଜ୍ୟର ଜଣେ…
ସୀତାରାମ ଅଗ୍ରୱାଲ ଟାଙ୍ଗୀ/ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ କ୍ରମାଗତ ଭାବେ ଦ୍ଵିତୀୟ ଦିନରେ ବାଲୁଗାଁ ଏବଂ ଟାଙ୍ଗୀ ଥାନା ଅଞ୍ଚଳରେ ଚଢ଼ାଉ କରାଯାଇଛି। ଚଢ଼ାଉରେ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ବାଲୁଗାଁ ସ୍ଥିତ ଗୋପିନାଥ ପୁର ଗଜଲକ୍ଷ୍ମୀ କଲ୍ୟାଣ ମଣ୍ଡପ ଠାରେ ସଭାପତି କବି ତଥା ସାହିତ୍ୟିକ ରଙ୍କନାଥ ସେଠିଙ୍କ ପୌରୋହିତ୍ୟରେ ଦଶମ ରାଜ୍ୟସ୍ତରୀୟ…
ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ବାଣପୁର ଓ ବାଲୁଗାଁ ଅଞ୍ଚଳରେ ବେଆଇନ ମଦର ଅବାଧ ବିକ୍ରି ଉପରେ ଏକ ଖବର ‘ସମୀକ୍ଷା’ ରେ ପ୍ରକାଶ ପାଇଥିଲା। ଏହାପରେ…
ବାଲୁଗାଁ: ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡ଼ା ସମ୍ବିତ ପାତ୍ରଙ୍କ ହସ୍ତକ୍ଷେପ ପରେ ଗତକାଲି ରାତିରେ ଜଣେ ବ୍ୟକ୍ତିଙ୍କ ମର ଶରୀର ସୁଦୂର ମଧ୍ୟପ୍ରଦେଶ ରୁ ଆସି ପହଁଚିବା…
ଚିଲିକା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀମାନଙ୍କୁ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ଭାରତ ସରକାରଙ୍କ ଭାରତୀୟ ଦର୍ଶନ ଅନୁସନ୍ଧାନ ପରିଷଦ ପ୍ରୋତ୍ସାହନରେ ବାଲୁଗାଁ ମହାବିଦ୍ୟାଳୟ ଦର୍ଶନ ବିଭାଗ ପକ୍ଷରୁ ଆଜି ଆଜାଦି କି ଅମୃତ ମହୋତ୍ସବ…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଆଇଏନଏସ ଚିଲିକା ପକ୍ଷରୁ ଏକ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି। ନାଭାଲ ଅଫିସର…
ସୀତାରାମ ଅଗ୍ରୱାଲ ଚିଲିକା: ଗତ ୯ ତାରିଖ ଦିନ ‘ସମୀକ୍ଷା’ ରେ ‘ବାଣପୁର-ବାଲୁଗାଁରେ ଅପମିଶ୍ରିତ ଖାଦ୍ୟକୁ ନେଇ ବଢୁଛି ଜନଅସନ୍ତୋଷ: ନିଦ୍ରାରେ ଖାଦ୍ୟ ଓ ସୁରକ୍ଷା ବିଭାଗ’…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ଅଞ୍ଚଳର ବିଭିନ୍ନ ହୋଟେଲ, ଫାଷ୍ଟଫୁଡ଼ ଏବଂ ମିଠା ଦୋକାନରେ ଅପମିଶ୍ରିତ ତଥା ନିମ୍ନମାନର ଖାଦ୍ୟ ବିକ୍ରି ହେଉଥିବା ନେଇ…
ସୀତାରାମ ଅଗ୍ରୱାଲ ବାଣପୁର: ଲଗାତର ବିଶ୍ୱ ନାଟ୍ୟ ମେଳାରେ ନାଟକ ଏବଂ ଗୀତି ନାଟ୍ୟ ପରିବେଷଣ କରି ନୀରବଚ୍ଛିନ୍ନ ନାଟ୍ୟସାଧନା ଜାରିରଖିଥିବା ଓଡ଼ିଆ ମଞ୍ଚନିର୍ଦ୍ଦେଶକ ପ୍ରମୋଦ କୁମାର…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଣପୁର 16 ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ବେଲପଡା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ବାଲୁଗାଁ ତଥା ଆଖପାଖ ଅଞ୍ଚଳରେ ଦିନକୁଦିନ ଚୋରି,ରାହାଜାନୀ ବଢୁଥିବା ବେଳେ ପୋଲିସର ନିଦ ହଜିଯାଇଛି।ଯାହାଫଳରେ ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ପାଟ୍ରୋଲିଂକୁ…