ବାଲେଶ୍ବରରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪…