ଆଜିର ଖବର ଗୁରୁତର ଭାବେ ପୋଡି ହୋଇଯାଇଥିବା ବାଳକର ଜୀବନ ବଂଚାଇଲେ ସମ୍ ଡାକ୍ତର ଭୁବନେଶ୍ୱର: ବାଣ ଫୁଟାଇବା ବେଳେ ଗୁରୁତର ଅଗ୍ନିକାଣ୍ଡରେ ପୋଡି ହୋଇଯାଇଥିବା ଏକ ୭ ବର୍ଷର ବାଳକର ଜୀବନ ବଂଚାଇଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍…