ଆଜିର ଖବର ଲୋକସେବା ଭବନରେ ବସିବା ଦିଗ ପରିବର୍ତ୍ତନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଜାଣନ୍ତୁ କାରଣ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେଉଛନ୍ତି ବଡ ବାସ୍ତୁ ବିଶ୍ବାସୀ। ଏ କଥା ଗତକାଲି ସେ ଲୋକସେବା ଭବନ ତୃତୀୟ ମହଲାରେ ବସିବା ପରେ ସ୍ପଷ୍ଟ ହେଲା।…