ପୁରୀ: ନିଜ ଘରକୁ ଯିବା ପାଇଁ ତିନିଠାକୁର ଆକୁଳ। ସେଥିପାଇଁ ନିର୍ଦ୍ଧାରିତ ସମୟର ପ୍ରାୟ ଚାରି ଘଣ୍ଟା ପୂର୍ବରୁ ଶେଷ ହୋଇଗଲା ପ୍ରଭୃଙ୍କ ପହଣ୍ଡି ନୀତି। ଆଜି…
ବାହୁଡା
ପୁରୀ: ଆରମ୍ଭ ହେଲା ବାହୁଡା ପହଁଣ୍ଡି। ନଅ ଦିନର ଲୀଳା ଶେଷ କରି ତିନିଠାକୁର ଫେରିବେ ଶ୍ରମନ୍ଦିର। ସେଥିପାଇଁ ଆଜି ସେବକମାନେ ପୂର୍ବନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ…
ପୁରୀ: ଆସନ୍ତ।କାଲି ବୁଧବ।ରରେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡିବେ ତିନିଠାକୁର। ସେଥିପ।ଇଁ ପ୍ରଶାସନ ତରଫରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି। ନଅ ଦିନର ଯାତ୍ରା ଶେଷ କରି ପ୍ରଭୃ ରତ୍ନବେଦୀରେ…
ଭୁବନେଶ୍ୱର: ତୀର୍ଥଯାତ୍ରୀମାନଙ୍କ ସୁବିଧାଜନକ ଯାତ୍ରା ପାଇଁ ରେଳ ମନ୍ତ୍ରଣାଳୟ ରଥ ଯାତ୍ରା (କାର୍ ଫେଷ୍ଟିଭାଲ୍) ଅବଧି ସମୟରେ ପୁରୀକୁ ଏବଂ ପୁରୀ ଠାରୁ 205 ସ୍ୱତନ୍ତ୍ର ଟ୍ରେନ୍…