ଆଜିର ଖବର ବାୟୁସେନା ଦିବସରେ ବାୟୁସେନା ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାୟୁସେନା ଯୋଦ୍ଧା ଏବଂ ସେମାନଙ୍କ ପରିବାରକୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି: ‘ବାୟୁସେନା ଦିବସରେ ସମସ୍ତ ବାୟୁସେନା ଯୋଦ୍ଧା…