ଆଜିର ଖବର ଦିଲ୍ଲୀ ପ୍ରଦୂଷଣ ସ୍ଥିତି ମୁକାବିଲା ପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗଙ୍କ ସମୀକ୍ଷା ବୈଠକ ନୂଆଦିଲ୍ଲୀ: ଦିଲ୍ଲୀ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପ୍ରଦୂଷଣର ମୁକାବିଲା ପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ଆଧାରିତ…