ବିଶେଷ ଖବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨୦୨୨ ଉଦଘାଟିତ ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମୈଦାନ ଠାରେ ବାୟୋଟେକ୍ ଷ୍ଟାର୍ଟଅପ ଏକ୍ସେପୋ-୨୦୨୨ ଉଦଘାଟନ କରିଛନ୍ତି। ସେ ମଧ୍ୟ ବାୟୋଟେକ ଦ୍ରବ୍ୟ ଇ-ପୋର୍ଟାଲର ଆରମ୍ଭ କରିଛନ୍ତି।…