ଆଜିର ଖବର ଦଶମ ପରୀକ୍ଷା ମୂଲ୍ୟାୟନ ପାଇଁ ବିକଳ୍ପ ପଦ୍ଧତିକୁ ମାଧ୍ୟମିକ ଶିକ୍ଷା ପରିଷଦର ଅନୁମୋଦନ ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦ ଦଶମ ପରୀକ୍ଷା ମୂଲ୍ୟାୟନ ପାଇଁ ବିକଳ୍ପ ପଦ୍ଧତିକୁ ଅନୁମୋଦନ ଦେଇଛି। ଛାତ୍ରଛାତ୍ରୀଙ୍କ ନବମ ଓ ଦଶମ ଶ୍ରେଣୀ ପରୀକ୍ଷା ମୂଲ୍ୟ ଆଧାରରେ…