ଆଜିର ଖବର ଆଇଆରଏଡିଇ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି. କେ. ମିଶ୍ର ଆଜି ଆଇଆରଏଡିଇରେ ‘ଦୀର୍ଘସ୍ଥାୟୀ ଶକ୍ତି ପରିବର୍ତ୍ତନ- ବୈଶ୍ବିକ ଦୃଷ୍ଟିକୋଣ’ ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ…