ବିକଶିତ ଭାରତ ସଂକଳ୍ପ ଯାତ୍ରା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଅପରାହ୍ନ ୧୨:୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ। ଏହି ଅବସରରେ…

ଭୁବନେଶ୍ୱର: କେନ୍ଦ୍ର ଆଦିବାସୀ ବ୍ୟାପାର, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଅର୍ଜୁନ ମୁଣ୍ଡା ଆଜି କେନ୍ଦୁଝର ଜିଲ୍ଲା ରାଧିକାଦେଇପୁର ଏବଂ ଭଣ୍ଡାରିଡିହା ପଞ୍ଚାୟତରେ ଆୟୋଜିତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା, ଉଜ୍ଜ୍ୱଳା ଯୋଜନା ଭଳି କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ସୁଫଳ ଦେଶର ଗ୍ରାମାଞ୍ଚଳରେ…

ନୂଆଦିଲ୍ଲୀ: ଚଳିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ସମୟରେ ଅନେକ ମହିଳା ପିଏମ୍ ଉଜ୍ଜ୍ୱଳା ଯୋଜନାରେ ଏଲପିଜି ସିଲିଣ୍ଡର ପାଇବା ପରେ ସେମାନଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ…

ଭୁବନେଶ୍ୱର: କେନ୍ଦ୍ର ଜଳ ଶକ୍ତି ଏବଂ ଜନଜାତି ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମୟୂରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ୍ କୁଚେଇ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆୟୋଜିତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ଣ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ। ଏହି ଅବସରରେ…

ନୂଆଦିଲ୍ଲୀ: କଟକ ମହାନଗର ନିଗମ ଅଞ୍ଚଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ଆଜି ଖାନନଗର ଅଞ୍ଚଳରେ ସଂକଳ୍ପ ଯାତ୍ରାର ସୂଚନା, ଶିକ୍ଷା ଓ ଯୋଗାଯୋଗ…

ନୂଆଦିଲ୍ଲୀ: ଉଲ୍ଲେଖନୀୟ ଜନସମର୍ଥନ ସହିତ, ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଏକ ମାସରୁ କମ୍ ସମୟ ମଧ୍ୟରେ ଅଂଶଗ୍ରହଣକାରୀ ମାନଙ୍କ ସଂଖ୍ୟା ୨ କୋଟି ଅତିକ୍ରମ କରି…

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଜି ଠାରୁ ଆରମ୍ଭ ହୋଇଛି ବିକଶିତ ଭାରତ ସଂକଳ୍ପ ଯାତ୍ରା। ପ୍ରଥମ ଦିନରେ ବଡ଼ଗଡ଼ ଠାରେ ସଂକଳ୍ପ ଯାତ୍ରା ସଚେତନତା…

ଭୁବନେଶ୍ୱର: ଗ୍ରାମାଞ୍ଚଳରେ ସବୁ ଲୋକଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ…

ଭୁବନେଶ୍ଵର: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମୂଷାଖରୀ ଏବଂ ଏରେଣ୍ଡେଇ ଗ୍ରାମପଞ୍ଚାୟତରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ଜନକଲ୍ୟାଣକାରୀ…

ଭୁବନେଶ୍ୱର: କେନ୍ଦ୍ର ଜଳ ଶକ୍ତି ଓ ଆଦିବାସୀ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ତଥା ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ଶନିବାର ମୟୂରଭଞ୍ଜ ଜିଲ୍ଲାର ବେତନଟୀ ଠାରେ ବିକଶିତ ଭାରତ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା (ଭିବିଏସୱାଇ)ର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଯୋଜନା…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା (ଭିବିଏସୱାଇ)ର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବିଭିନ୍ନ ସରକାରୀ ଯୋଜନାଗୁଡ଼ିକର…

ମାଲଗୁଣ୍ଡ/ସମ୍ବଲପୁର: ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ୨୫ ବର୍ଷରେ ‘ବିକଶିତ ଭାରତ’ ଗଠନ ପାଇଁ ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି। ବିକଶିତ ଭାରତ ଗଢିବା ପାଇଁ…

ନୂଆଦିଲ୍ଲୀ: ମହିଳା ସଶକ୍ତିକରଣ ଉଦ୍ଦେଶ୍ୟରେ ଭାରତ ସରକାର ବିଭିନ୍ନ ପଦକ୍ଷେପକୁ କାର୍ଯ୍ୟକାରୀ କରିବାରେ ସକ୍ରିୟ ଭାବରେ ନିୟୋଜିତ ଅଛନ୍ତି । ମିଶନ ପୋଷଣ, ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା…

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ବିପୁଳ ଜନଭାଗିଦାରୀ ସହ ଜାରି ରହିଛି। ବିଭିନ୍ନ ଜିଲ୍ଲାର ଗ୍ରାମାଞ୍ଚଳ ପଞ୍ଚାୟତରେ ସଂକଳ୍ପ ଯାତ୍ରାକୁ ବିପୁଳ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଗତ ନଭେମ୍ବର ୧୫ ତାରିଖ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଆରମ୍ଭ କରାଯାଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଅଭୂତପୂର୍ବ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମହିଳା କିଷାନ ଡ୍ରୋନ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଭିଡିଓ କନ୍‌ଫରେନ୍ସି ବ୍ୟବସ୍ଥାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି । ଆଜି ଜାମ୍ମୁର ସୀମାନ୍ତ…