ବିଶେଷ ଖବର ଭାରତର ବିକାଶଧାରାକୁ ତ୍ୱରାନ୍ୱିତ କରିବା ଲାଗି ବିଶ୍ୱସ୍ତରୀୟ ସଡ଼କ ଭିତ୍ତିଭୂମି ନିର୍ମାଣ ଜରୁରୀ: ନୀତିନ ଗଡ଼କରୀ ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନ ଠାରେ ଆଜି ଇଣ୍ଡିଆନ ରୋଡ୍ସ କଂଗ୍ରେସ (ଆଇଆରସି)ର 84ତମ ବାର୍ଷିକ ଅଧିବେଶନ ଉଦଘାଟିତ ହୋଇଯାଇଛି। ଆସନ୍ତା 10 ତାରିଖ ପର୍ଯ୍ୟନ୍ତ ଚାଲିବାକୁ…