ବିଶେଷ ଖବର ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି।…