ଆଜିର ଖବର ବିକାଶର ଧାରା ଓଡ଼ିଶା ସାରା: ଖୋର୍ଦ୍ଧା ବ୍ଲକ ସ୍ତରୀୟ ଜନସଚେତନତା ଓ ସେବା କାର୍ଯ୍ୟକ୍ରମ ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ପଂଚାୟତ ସମିତି ଆନୁକୁଲ୍ୟରେ ବିକାଶର ଧାରା ଓଡ଼ିଶା ସାରା ଅନ୍ତର୍ଗତ ଖୋର୍ଦ୍ଧା ବ୍ଲକରେ ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଜନସଚେତନତା…