ଅପରାଧ ସହରରେ ସକ୍ରିୟ ଲୁଟେରା: ପୁଣି ଛାତ କଣା କରି ଲୁଟିଲେ ସୁନା ଦୋକାନ ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସେହି ପୁରୁଣା ପ୍ଲାନ, ସେମିତି ଢ଼ଂଗରେ ଆଜି ଆଉ ଗୋଟିଏ ବଡ଼ ସୁନା ଦୋକାନକୁ ଲୁଟ୍ କରିଛନ୍ତି ଲୁଟେରାମାନେ। ଗତ ଅକ୍ଟୋବର…