ଆଞ୍ଚଳିକ ବାଣପୁର ଓକିଲ ସଂଘ ପକ୍ଷରୁ ନୂତନ ବିଚାରପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବିଚାର ବିଭାଗୀୟ ଅଦାଲତରେ ଦୁଇ ନୂତନ ବିଚାରପତି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ମନୋରଞ୍ଜନ ମିଶ୍ର ବରିଷ୍ଠ…