ବିଜୁ ଜନତା ଦଳ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ନୂଆ ଘୋଷଣା କରିଛି। ସେହି ଅନୁସାରେ ଦଳର ସବୁ ଜିଲ୍ଲାରେ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଦଳର ସଭାପତି…

ଭୁବନେଶ୍ୱର: କନକ ନିୟୁଜର ପୂର୍ବତନ ଉପସ୍ଥାପକ ସ୍ୱୟଂପ୍ରକାଶ ମହାପାତ୍ର ଆଜି ବିଜେଡ଼ିରେ ଯୋଗ ଦେଇଛନ୍ତି। ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ ବ୍ଲକ୍‌ର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ…

ଭୁବନେଶ୍ବର: ବିଜୁ ଜନତା ଦଳର ନେତାଙ୍କୁ ନୂଆ ଦାୟିତ୍ଵ ମିଳିଛି। ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ନୂଆ ଦାୟିତ୍ଵ ଦେଇଛନ୍ତି। ମହେଶ ସାହୁ (ଢେଙ୍କାନାଳ),…

ସୁବାଷ କୁମାର ତାରଣିଆଁ ଭୁବନେଶ୍ବର: କ୍ରମାଗତ ଭାବେ ୨୩ ବର୍ଷ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାରେ ବିଜୁ ଜନତା ଦଳ ଶାସନ କ୍ଷମତାରେ ରହିଆସିଛି।…

ଭୁବନେଶ୍ବର: ଡିସେମ୍ବର 26 ତାରିଖ, ଠିକ 1997 ମସିହା ଆଜିର ଦିନରେ ଓଡିଶାରେ ପ୍ରତିଷ୍ଠା ହୋଇଥିଲା ଏକ ଆଞ୍ଚଳିକ ରାଜନୈତିକ ଦଳ, ଯାହାର ନାମ ବିଜୁ ଜନତା…

ଭୁବନେଶ୍ବର: ଆଜି ବିଜୁ ଜନତା ଦଳର ସଭାପତି ଜଣେ ନେତାଙ୍କ ଉପରେ ହୋଇଥିବା କାର୍ଯ୍ୟାନୁଷ୍ଠାନକୁ ପ୍ରତ୍ୟାହାର କରି ନେଇଛନ୍ତି। ସେ ହେଉଛନ୍ତି କୋରାପୁଟ ଲମତାପୁଟର ନେତା ରଘୁରାମ…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଦିନକୁ ଦିନ ବେଲଗାମ୍ ହେବାରେ ଲାଗିଛି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ସହ ରନ୍ଧନ ଗ୍ୟାସର ଦର। ରନ୍ଧନ ଗ୍ୟାସର ଦର ହଜାର ଟଙ୍କା…

ଭୁବନେଶ୍ୱର: ରନ୍ଧନ ଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳର ତିନି ଶାଖା ମହିଳା, ଛାତ୍ର ଓ ଯୁବ ସଂଗଠନ ଆନ୍ଦୋଳନକୁ ଓହ୍ଲାଇବେ। ରନ୍ଧନଗ୍ୟାସର ଅହେତୁକ ଦର…

ଭୁବନେଶ୍ବର: ରାଜ୍ୟରେ ଦର ଦାମ ବୃଦ୍ଧି ପ୍ରତିବାଦରେ ବିଜୁ ଜନତା ଦଳ ଆନ୍ଦୋଳନକୁ ଓହ୍ଲାଇଛି। ଆଜି ବିଜୁ ଜନତା ଦଳ ଦର ଦାମ ବୃଦ୍ଧି ପ୍ରତିବାଦରେ ରାଜଭବନ…

ଭୁବନେଶ୍ୱର : ପେଟ୍ରୋଲ, ଡିଜେଲ ଓ ଏଲ୍‍ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା…

ଭୁବନେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ୩୦ ଜିଲ୍ଲା ପାଇଁ ୬ ଜଣ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି କରାଯାଇଛି। ଦଳର ସୁପ୍ରିମ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ମହିଳା ଶାଖାର ସଭାନେତ୍ରୀ ଭାବେ ଅତାବିରା ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନି ଛୁଆରିଆଙ୍କୁ ମନୋନୀତ କରିଛନ୍ତି।…

ସୀତାରାମ ଅଗ୍ରୱାଲ ବାଣପୁର: ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ଗଢିଉଠିଥିବା ବିଜୁ ଜନତା ଦଳ ଆଜିକୁ ୨୪ଟି ସ୍ୱର୍ଣ୍ଣିମ ବର୍ଷ ଅତିକ୍ରାନ୍ତ କରିସାରିଛି। ଏହି ଅବସରରେ…

ପିଣ୍ଟୁ ବିଷୋୟୀ କୋଦଳା: ଆଜି ସାରା ରାଜ୍ୟରେ ବିଜେଡି ପାଳୁଛି ୨୪ ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଦଳା ଠାରେ…

ଭୁବନେଶ୍ଵର: ଆଜି ବିଜୁ ଜନତା ଦଳ ଢେଙ୍କାନାଳ ଜିଲ୍ଲା କମିଟି ପାଇଁ ଉପସଭାପତି, ସାଧାରଣ ସମ୍ପାଦକ, ସମ୍ପାଦକ ଏବଂ କୋଷାଧ୍ୟକ୍ଷ ନିଯୁକ୍ତ କରାଯାଇଛି। ବିଜେଡ଼ି ସୁପ୍ରିମୋ ନବୀନ…

ସୀତାରାମ ଅଗ୍ରୱାଲ ବାଣପୁର: ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ବର୍ତ୍ତମାନ କରୋନାରେ ଆକ୍ରାନ୍ତ ହୋଇ ସଙ୍ଗରୋଧରେ ଅଛନ୍ତି। ଏହି ଖବର ତାଙ୍କର ହଜାର ହଜାର ଅନୁଗାମୀମାନଙ୍କୁ…

ସମୀକ୍ଷା ବ୍ୟୁରୋ ଭୁବନେଶ୍ବର. ଏବେ ସାରା ବିଶ୍ବରେ ଯେପରି କରୋନା ଭୟ ଘାରିଛି, ସେହିପରି ଓଡିଶାରେ ମଧ୍ୟ ତାହା ଅନୁଭୂତ ହେଉଛି। ତେବେ ସାଧାରଣ ଲୋକଙ୍କୁ ସିନା…

ଭୁବନେଶ୍ବର, ବିଜୁ ଜନତା ଦଳ ତାହାର ଯୁବ ଓ ଛାତ୍ର ସଂଗଠନର ବିଭିନ୍ନ କର୍ମକର୍ତ୍ତାଙ୍କ ନାମ ଘୋଷଣା ପରେ ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଟେନସନ। ପ୍ରାରମ୍ଭିକ ପର୍ଯ୍ୟାୟରେ…

ନୂଆଦିଲ୍ଲୀ, ଏଥର ରାଜ୍ୟସଭାର ମୌସୁମୀ ଅଧିବେସନ ବିଜୁ ଜନତା ଦଳ ପାଇଁ ବେଶ୍ ଗୁରୁତ୍ବ ପୂର୍ଣ ହୋଇଛି। ରାଜ୍ୟସଭାରେ ଉପାଧ୍ୟକ୍ଷ ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବା…

ଭୁବନେଶ୍ବର, ଆଜି ରାଜ୍ୟସଭାରେ କୃଷି ବିଲକୁ ବିରୋଧ କରିଛି ବିଜୁ ଜନତା ଦଳ। ବିଜେଡି ସାଂସଦ ଅମର ପଟ୍ଟନାୟକ ଆଜି ରାଜ୍ୟସଭାରେ କହିଛନ୍ତି ଯେ, ସରକାର ଏହି…