ଆଜିର ଖବର ବିଜୁ ବାବୁଙ୍କ ସ୍ଵପ୍ନର ଜିଲ୍ଲା କେନ୍ଦ୍ରାପଡ଼ାକୁ ନବୀନ ସରକାରଙ୍କର ମେଗା ଷ୍ଟିଲ ପ୍ଳାଣ୍ଟ ଉପହାରକୁ ସ୍ଵାଗତ: ସମାଜବାଦୀ ପାର୍ଟି ଭୁବନେଶ୍ବର: ଓଡିଶା ସରକାର ଓ ଆରସେଲର ମିତ୍ତଲ ଇସ୍ପାତ କମ୍ପାନୀ ମଧ୍ୟରେ ଆଜି ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆରସେଲର…