ବିଶେଷ ଖବର କଟକର ୧୮ ଲକ୍ଷ, ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡର ସୁବିଧା, ନବୀନ କଲେ ଶୁଭାରମ୍ଭ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।…