ଆଜିର ଖବର ରାଜ୍ୟସ୍ତରୀୟ ବିଜୁ ସ୍ମାରକି ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ଖଲିକୋଟ କଲେଜ ଷ୍ଟାଡିୟମ ପରିସରରେ ଆଜି ବିଜୁ ପଟ୍ଟନାୟକ ସ୍ମାରକି ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଟିତ ହୋଇଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରୁ…