ଜାତୀୟ ଖବର ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ.. ଭୁବନେଶ୍ବର: ଶେଷରେ ବିଜେଡିରେ ସାମିଲ ହେଲେ ଭି କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ। ଆଜି ଶଙ୍ଖ ଭବନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ…