ବିଶେଷ ଖବର ବିଜେଡିର ହେଲା ବିପୁଳ ବିଜୟ, ଝାରସୁଗୁଡାବାସୀଙ୍କୁ ଧନ୍ୟବାଦ ଦେଲେ ଦୀପାଳି ଦାସ ଭୁବନେଶ୍ବର: ଝାରସୁଗୁଡା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ହୋଇଛି। ଦୀପାଳି ଦାସ ୪୮ହଜାର ୨୩୭ ଭୋଟରେ ବିଜୟୀ ହୋଇଛନ୍ତି। ବାପା ନବ ଦାସଙ୍କ…