ବିଜେଡି ବୟକଟ୍

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ପୁଣି ତେଜିଲା ରାଜନୈତିକ ଛକାପଞ୍ଝା। ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ଗସ୍ତ ଅବସରରେ ଆୟୋଜିତ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛି…