ଆଜିର ଖବର ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫: ପଦକ ବିଜେତା କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇଲେ ଡିଜିପି ଭୁବନେଶ୍ଵର: ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ଓଡ଼ିଶା ପୋଲିସର ପଦକ ବିଜେତା କ୍ରୀଡ଼ାବିତମାନେ ଉଲ୍ଲେଖନୀୟ ସଫଳତା ହାସଲ କରି…