ଆଜିର ଖବର ସାମ୍ବାଦିକ ସମ୍ମିଳନୀରେ ବିଜେପି ମୁଖପାତ୍ର ମାସ୍କ ନପିନ୍ଧିବା ଏକ ବିଡମ୍ବନା: ବିଜେଡି ଭୁବନେଶ୍ବର, କୋଭିଡ ସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ କରିବା ସମୟରେ ବିଜେପି ମୁଖପାତ୍ର ନିଜେ ମାସ୍କ ପରିଧାନ ନକରିବା ହେଉଛି ଏକ ବିଡମ୍ବନା। ଏଭଳି ଆଚରଣ ଖୋଦ୍…