ବିଜେପିରେ ଯୋଗଦେବା

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ କଂଗ୍ରେସର ବରିଷ୍ଠ ନେତା ତଥା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ…