ଆଜିର ଖବର ବିଜେପି କୃଷକ ମୋର୍ଚ୍ଚା ତରଫରୁ ଆୟୋଜିତ ହେଲା ନୂଆଁଖାଇ ଭେଟଘାଟ ଭୁବନେଶ୍ୱର: ଓଡିଶାର କୃଷିଭିତିକ ଗଣପର୍ବ ନୂଆଁଖାଇ ଭେଟଘାଟ ବିଜେପି କୃଷକ ମୋର୍ଚ୍ଚା ତରଫରୁ ଆଜି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ୱର ସାହୁଙ୍କ ସଭାପତିତ୍ୱରେ ଭୁବନେଶ୍ୱର…