ରାଜ୍ୟ ଖବର ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା ଭୁବନେଶ୍ବର: ଓଡ଼ିଶା ରାଜନୀତିରେ ଏବେ ଆରୋପ-ପ୍ରତ୍ୟାରୋପର ପର୍ବ ତୀବ୍ର ରୂପ ଧାରଣ କରିଛି। ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…