ଜାତୀୟ ଖବର ସାମ୍ବାଦିକଙ୍କ କଲ୍ୟାଣ ପାଇଁ ସରକାର ପ୍ରତିବଦ୍ଧ: ସୂଚନା ଏବଂ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀ: ଭାରତ ସରକାର ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ। ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଦ୍ୱାରା ସ୍ୱୀକୃତିପ୍ରାପ୍ତ ସାମ୍ବାଦିକ ଏବଂ ସେମାନଙ୍କର ପରିବାର ପାଇଁ ସମଗ୍ର ଦେଶରେ…