ବିଜ୍ଞାପନ ରାଜନୀତି

ଭୁବନେଶ୍ବର:  ଆଜି ଓଡିଶାର ପ୍ରମୁଖ ଖବର କାଗଜରେ ଏକ ପୁରା ପୃଷ୍ଟା ବିଜ୍ଞାପନ ବାହାରିଛି। ଆସନ୍ତାକାଲି ହେବାକୁ ଥିବା ହକି ମହାକୁମ୍ଭର ଉଦଘାଟନୀ ଉତ୍ସବର ଏହି ବିଜ୍ଞାପନ।…