ଫଟୋ ଖବର ବିଜୟ ମହାନ୍ତିଙ୍କୁ ପୁରୀ ବେଳାଭୂମିରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଦେଲେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପୁରୀ, ଆଜି ପ୍ରଖ୍ୟାତ ଅଭିନେଚା ବିଜୟ ମହାନ୍ତିଙ୍କୁ ସମସ୍ତେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଇ ବିଦାୟ ଦେଇଛନ୍ତି। ଏହି ସମୟରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ତାଙ୍କ କଳାରେ…