ଆଜିର ଖବର ‘ବିତର୍କରୁ ଦୂରେଇ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ’, ସଂସଦରେ ସୁରକ୍ଷା ତ୍ରୁଟିକୁ ନେଇ କଂଗ୍ରେସ ନେତାଙ୍କ ବୟାନ ନୂଆଦିଲ୍ଲୀ: ସଂସଦର ନିରାପତ୍ତାକୁ ନେଇ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ବିତର୍କରୁ…